Masthead

ଡିଜି ବ୍ୟାଟେରି ଫାଟିବାରୁ ୨ଘଣ୍ଟା ଟର୍ଚ୍ଚ ଆଲୁଅରେ ହେଲା ଚିକିତ୍ସା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ନ ଥିବା ରୁ ଅନ୍ଧାରରେ ଚିକିତ୍ସା କରୁଛନ୍ତି ଡାକ୍ତର । ଏହା କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ ଏହି ଭଳି ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ । ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କୁ ଅନ୍ଧାରି ଚିକିତ୍ସା ଭଳି ଉଦବେଗଜନକ ଚିତ୍ର ସାମ୍ନାକୁ ଆସିଛି ।ଏମ୍ସିଏଚ୍ ବିଲ୍ଡିଂ ପ୍ରସୂତି ଓ ଚିକିତ୍ସା ବିଭାଗ ରେ ବିଦୁ୍ୟତ ନଥିବାରୁ ଟର୍ଚ୍ଚ ଆଲୁଅରେ ଡାକ୍ତର ରୋଗୀ ଦେଖୁଥିବା ଘଟଣା ରୋଗୀଙ୍କ ପରିଜନ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି । ଦାର୍ଘ ଦୁଇ ଘଣ୍ଟା ଧରି ଏଭଳି ଅବ୍ୟବସ୍ଥା ଯୋଗୁ ଏମ୍ସିଏଚ୍ ବିଲ୍ଡିଂରେ ଚପା ଉତେଜନା ଦେଖାଦେଇଛି ।

ଡିଜିରେ ଥିବା ବ୍ୟାଟେରୀ ଅଚାନକ ଫାଟିଯିବାରୁ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ଫଳରେ ସାରା ଡାକ୍ତରଖାନା ଦୁଇ ଘଣ୍ଟା ଧରି ଅନ୍ଧକାରରେ ଥିଲା । ଶେଷରେ ପ୍ରସୂତି ଓ ଶିଶୁ ଚିକିତ୍ସା ବିଭାଗରେ  ଚିକିତ୍ସିତହେଉଥିବା ମହିଳା ଓ ଡାକ୍ତର ଟର୍ଚ୍ଚ ବ୍ୟବହାର କରି ଚିକିତ୍ସା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି