Masthead

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସ ହସ୍ପିଟାଲ ପରିସରରେ ଅଗ୍ନିକାଣ୍ଡ । ଏମ୍ସ ହସ୍ପିଟାଲର ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ସୂଚନା । ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛି ୬ଟି ଅଗ୍ନିଶମ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍