Masthead

ବଦଳିଲା ରାହୁଲଙ୍କ ଟ୍ୱିଟର ବାୟୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଡିସକ୍ୟୁଫାଏଡ୍ ଏମପିରୁ ମେମ୍ବର ଓଫ ପାର୍ଲାମେଣ୍ଟ । ବଦଳିଲା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଟ୍ୱିଟର ବାୟୋ । ଆଜି ଓ୍ୱାଇନାଡରୁ ସାଂସଦ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସଂସଦ ସଦସ୍ୟତା ଫେରିଛି । ମୋଦି ସରନେମ ମାମଲାରେ ସୁରତ କୋର୍ଟ ରାହୁଲଙ୍କୁ ୨ବର୍ଷ ଦଣ୍ଡାଦେଶ ଶୁଣାଇବାପରେ ତାଙ୍କର ସଂସଦ ସଦସ୍ୟତାକୁ ରଦ୍ଦ କରାଯାଇଥିଲା ।

ରାହୁଲଙ୍କ ସଂସଦର ସଦସ୍ୟତା ପେରିବା ପରେ ସେ ଲୋକସଭାରେ ପହଞ୍ଚିଥିଲେ। ଏହି ସମୟରେ ସେ ନିଜ ଟ୍ୱିଟର ଆକାଉଣ୍ଟରେ ବାୟୋ ପରିବର୍ତ୍ତନ କରିଛନ୍ତି। ସେ ନିଜର ପ୍ରୋଫାଇଲ୍ ଡିସକ୍ୟୁଫାଏଡ୍ ସାଂସଦଙ୍କ ଠାରୁ ପୁନର୍ବାର ସାଂସଦ ଭାବରେ ପରିବର୍ତ୍ତନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା