Masthead

ବନ୍ୟା ବିପଦ ଟଳିଯାଇଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ବନ୍ୟା ବିପଦ ଟଳି ଯାଇଥିବା କହିଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ସେ କହିଛନ୍ତି ନିକଟରେ ଏକ ମଧ୍ୟମ ଧରଣର ବନ୍ୟା ହୋଇଛି । ଯାହା କିଛି କ୍ଷତି ହୋଇଛି, ଆକଳନ ପରେ ତାହାର କ୍ଷୟକ୍ଷତି ରିପୋର୍ଟ ଆସିବ ।

ସମ୍ଭାବ୍ୟ ବନ୍ୟା ଓ ସରକାରଙ୍କ ପ୍ରସ୍ତୁତି ନେଇ ମୁଖ୍ୟ ସଚିବ କହିଛନ୍ତି, ସବୁ ବର୍ଷା ଯେ ବନ୍ୟା କରିବ, ତାହା କୁହାଯାଇପାରିବ ନାହିଁ। ନଦୀ ବି ବଞ୍ଚିବାକୁ ପଡ଼ିବ। ବେଶୀ ବର୍ଷା ହେଲେ ବନ୍ୟା ସମ୍ଭାବନା ରହେ । କିନ୍ତୁ ସେ ଦିଗରେ ସରକାର ସଚେତନ ଅଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଯାହା ବ୍ୟବସ୍ଥା କରାଯିବା କଥା କରାଯାଇଛି । ଆମେ ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ