Masthead

ଆଜି ଲୋକସଭାରେ ସରକାରଙ୍କୁ ଜୋରଦାର ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅନାସ୍ଥା ପ୍ରସ୍ତାବୁ ନେଇ ଲୋକସଭାରେ ହେବ ଆଲୋଚନା । ସବୁଠୁ ବଡ଼ କଥା ହେଲା ୧୩୩ ପରେ ସାଂସଦ ରାହୁଲ ଗାନ୍ଧି ଆଜି ଲୋକସଭାରେ କେନ୍ଦ୍ର ସରକାରଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବରେ ଭାଗ ନେଇ ବର୍ଷିବେ । ଏହାସହ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଓ ଦୀର୍ଘ ଆଲୋଚନା ବିରୋଧୀ ଦାବି କରୁଥିବାବେଳେ ରାହୁଲଙ୍କ ଉପସ୍ଥିତି ଗୃହକୁ କରିବ ସରଗରମ । ହିଂସା ଜର୍ଜରିତ ମଣିପୁରକୁ ରାହୁଲ ଗସ୍ତ କରିଥିବାରୁ ସରକାରଙ୍କୁ କରିବେ ଜୋରଦାର ଟାର୍ଗେଟ ।

ଲୋକସଭାରେ ସରକାରଙ୍କ ବିରୋଧରେ ଆଣିଥିବା ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ଆଜି ଠାରୁ ହେବ । ଯାହାକୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ ରାହୁଲ ଗାନ୍ଧୀ ମଙ୍ଗଳବାର ଦିନ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ବିତର୍କର ନେତୃତ୍ୱ ନେଇପାରିବେ। ମୋଦି ସରନେମ ମାମଲାରେ ସଦସ୍ୟତା ହରାଇବା ପରେ ରାହୁଲ ପ୍ରଥମ ଥର ପାଇଁ ଲୋକସଭାରେ ଆଜି ଭାଷଣ ଦେବେ। ଚଳିତ ବର୍ଷ ଫେବୃଆରୀରେ ତାଙ୍କୁ ସଦସ୍ୟତା ହରାଇବାକୁ ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା