ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ(ବଡ଼ ଖବର ବ୍ୟୁରୋ): ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏନେଇ ଉଚ୍ଚ ନ୍ୟାୟଳୟ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ଗତକାଲି ବିଚାରପତି ଏସ୍ ମୁରଲୀଧର ଅବସର ଗ୍ରହଣ କରିଥିଲେ । ହାଇକୋର୍ଟ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉଚ୍ଚ ନ୍ୟାୟଳୟର ବିଚାରପତିବୃନ୍ଦ,ବିଚାରବିଭାଗୀୟ ଅଧିକାରୀ ଓ ବହୁ ଆଇନଜୀବି ଉପସ୍ଥିତ ଥିଲେ । ୨୦୨୧ ଜାନୁୟାରୀ ୪ରେ ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ୍‌.ମୁରଲୀଧର ଯୋଗ ଦେଇଥିଲେ । ୨ବର୍ଷ ୭ମାସ ତାଙ୍କର କାର୍ଯ୍ୟକାଳ ଅବଧି ମଧ୍ୟରେ ହାଇକୋର୍ଟରେ ଅନେକ ସଂସ୍କାର ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!