Masthead

୨୨ଘଣ୍ଟା ପରେ ଉଦ୍ଧାର ହେଲା କଉଡ଼ିଆଙ୍କ ମୃତ ଦେହ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):  ସାଳନ୍ଦା ନଦୀରୁ ଦୁଇ କଉଡ଼ିଆଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ଖବର ସାମ୍ନାକୁ ଆସିଛି ।ଗତକାଲି ପାଣି ଉଠାଇବାକୁ ଯାଇ ନିଖୋଜ ଥିଲେ । ବାଲେଶ୍ୱର ଜିଲ୍ଲାର ବରଦା ପଞ୍ଚାୟତ ସାଳନ୍ଦୀ ନଦୀରେ ୨ କାଉଡ଼ିଆ ବୁଡିଯାଇଥିଲେ । ଖଇରା ବ୍ଳକ ବରଦା ନିକଟସ୍ଥ ଅଣିଜ ସିନ୍ଦୁକେଶ୍ୱର ମହାଦେବ ମନ୍ଦିରକୁ ଜଳ ଢାଳିବାକୁ ଯାଉଥିବା ବେଳେ ବରଦା ପୋଲ ତଳେ ସାଳନ୍ଦୀ ନଦୀରେ ଭାସିଯାଇଥିଲେ ଏହି ଦୁି କାଉଡ଼ିଆ ।ନିଖୋଜ ଥିବା ଏହି କାଉଡିଆ ଜୟୀପୁର ଗ୍ରାମର ବୋଲି ସୂଚନା ମିଳିଛି । ଗତକାଲି ଠାରୁ ଓଡ୍ରାଫ ଟିମ ଦମକଳ ବାହିନୀ ବହୁ ଖୋଜାଖୋଜି ପରେ କୌଣସି ସନ୍ଧାନ ମିଳି ନଥିଲା ।ତେବେ ଆଜି ସକାଳେ ଓଡ୍ରାଫ ଟିମ ନଦୀରୁ ମୃତ ଦେହ ଉଦ୍ଧାର କରିଛି । ମୃତ ଦେହ ଉଦ୍ଧାର ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼