Masthead

ଥାନା ପୋଡିପରେ ଆକ୍ସନମୋଡରେ ପୋଲିସ

ବାଲିଗୁଡା(ବଡ଼ ଖବର ବ୍ୟୁରୋ): ଫିରିଙ୍ଗିଆ ଥାନା ପୋଡି ଓ ପୋଲିସ ଉପରେ ଆକ୍ରମଣ ଘଟଣା ପରେ ଗିରଫଦାରୀ ଭୟରେ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଆଜି ବି ଫିରିଙ୍ଗିଆରେ ଦୋକାନ ବଜାର ବନ୍ଦ ରହିଥିବା ଜଣାପଡିଛି । ଖାଁ ଖାଁ ଲାଗୁଛି ଗାଁ । କେବଳ ହାତଗଣତି କିଛି ବୁଢା ବୃଢିଙ୍କୁ ଛାଡିଦେଲେ ଗିରଫ ଭୟରେ ଗାଁ ଛାଡି ଚାଲିଯାଇଛନ୍ତି ଅନ୍ୟମାନେ ଓ ବର୍ତ୍ତମାନ ସୁଧା ଏହି ଘଟଣାରେ ପୋଲିସ ୧୯ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ପୋଲିସ ଅଭିଯୁକ୍ତ ମାନଙ୍କୁ ଛାଡି ନିରୀହ ଲୋକଙ୍କୁ ମାଡମାରି ଗିରଫ କରିବା ସହ ଅନ୍ୟ ମାନଙ୍କୁ ଖୋଜୁଥିବା ଅଭିଯୋଗ କରିଛନ୍ତି ମାସିରପଡ଼ା ଗ୍ରାମବସୀ। ପୋଲିସ ଘଟଣାରେ ସଂପୃକ୍ତ ଥିବା ପ୍ରକୃତ ଅଭିଯୁକ୍ତ ମାନଙ୍କୁ ଚିହ୍ନଟ କରି ଗିରଫ କରିବାକୁ କହିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ