Masthead

ଡାକ୍ତରଖାନା ପରିସରରେ କୁଢ କୁଢ ଅଳିଆ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପାଖ ଶବ ବ୍ୟବଚ୍ଛେଦ ଗୃହ ନିକଟରେ ମାସ ମାସ ଧରି ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ ଏକ ଖୋଲା ସ୍ଥାନରେ ପକାଇବା ଦ୍ୱାରା ଗାଇ, ଘୁଷୁରୀ, କୁକୁର ଏଗୁଡ଼ିକ ଖାଇ ଏଣେ ତେଣେ ପକାଉଥିବ ବେଳେ  ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେଉଛି ।

ଫଳରେ ଜିଲ୍ଲାରେ ଡେଙ୍ଗୁ, ମ୍ୟାଲେରିଆ ରୋଗ ବ୍ୟାପିବାରେ ଲାଗିଛି । କିନ୍ତୁ ବାରମ୍ବାର ଖବର ପ୍ରକାଶ କଲେ ମଧ୍ୟ କୈାଣସି ପଦକ୍ଷେପ ନିଆଯାଇନାହିଁ। ପୈାରପାଳିକା ଏବଂ ସ୍ବାସ୍ଥ୍ୟ ବିଭାଗର ତାଳମେଳ ରହୁନଥିବା ଜଣାପଡିଛି। ଡାକ୍ତରଖାନାକୁ ପ୍ରତିଦିନ ହଜାର ହଜାର ରୋଗୀ ଏବଂ ରୋଗୀଙ୍କ ସମ୍ପର୍କିୟ ମାନେ ଆସୁଥିବା ବେଳେ ରୋଗ ଭଲ ହେବ କଣ ରୋଗ ସଂକ୍ରମିତ ହେବାର ଆଶଂକା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର