Masthead

ପାରିବାରିକ କଳହରୁ ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରିବାରିକ କଳହ କାରଣରୁ ଆତ୍ମହତ୍ୟା କରିବାକୁ ମହାନଦୀକୁ ଡେଇଁଲେ ମହିଳା । ଡେଇଁଲା ପରେ ୫ କିଲୋମିଟର ଦୂର ନେହେରୁବଙ୍ଗଳା ମହାଦନୀ ମୁହାଣ ପର୍ଯ୍ୟନ୍ତ ଭାସିଗଲେ । ସେଠାରେ ଥିବା କିଛି ମତ୍ସ୍ୟଜିବୀ ତାଙ୍କୁ ଉଦ୍ଧାର କରି ପରିବାର ଜିମା ଦେଇଥିଲେ ।

ବର୍ତ୍ତମାନ ମହାନଦୀରେ ବନ୍ୟାଜଳ ଯୋଗୁଁ ପ୍ରଖର ସୁଅ ରହିଥିବା ବେଳେ ମହିଳା ଜଣଙ୍କ ଭୁତୁମୁଣ୍ଡାଇ ପୋଲରୁ ଡେଇଁ ପଡ଼ିଥିଲେ । ମହିଳାଙ୍କ ଘର ଭୁତୁମୁଣ୍ଡାଇ ଅଞ୍ଚଳର ହୋଇଥିବା ବେଳେ ଘରେ ପାରିବାରିକ କଳହରୁ ଆଜି ସକାଳେ ପୋଲ ଉପରୁ ମହାନଦୀକୁ ଡେଇଁ ପଡ଼ିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ