Masthead

ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୧ ମାସ କାଳ ବାଦବିବାଦ ଲାଗିରହିବା ପରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଆସନ୍ତାକାଲି କରାଯିବ ଶ୍ରୀଜିଉଙ୍କ ବନକଲାଗି ।

ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ସେବକ ନିଜ ଜିଦରେ ଅଟଳ ରହିଥିବାରୁ ହୋଇପାରୁନଥିଲା ବନକଲାଗି ନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ