Masthead

ବନ୍ଦ ହେଲା ହୀରାକୁଦର ୧୦ଟି ଗେଟ

ସମ୍ବଲପୁର(ବଡ଼ କବର ବ୍ୟୁରୋ): ହୀରାକୁଦର ୧୦ଟି ଗେଟ ବନ୍ଦ ହୋଇଛି । ମହାନଦୀରେ ଜଳସ୍ତର ଖସୁଛି । ଉପରମୁଣ୍ଡରେ ମଧ୍ୟ ବର୍ଷା କମିଛି । ପୂର୍ବରୁ ୨୦ଟି ସୁଇସ ଗେଟ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା ।

ଏବେ ମାତ୍ର ୧୦ଟି ଗେଟ ଖୋଲା ରହିଛି । ଡ୍ୟାମ ବାମପଟେ ୭ଟି ଓ ଡାହାଣ ପଟେ ୩ଟି ଜେଟ ଦେଇ ଜଳ ନିଷ୍କାସିତ ହେଉଛି । ଏବେ ଡ୍ୟାମର ଜଳସ୍ତର ୬୧୮.୩୩ ଫୁଟ ରହିଛି । ଡ୍ୟାମରୁ ନିଷ୍କାସିତ ହେଉଛି ୩ ଲକ୍ଷ୪୯ ହଜାର ୧୨୬ କ୍ୟୁସେକ ବନ୍ୟାଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ