Masthead

ରାସ୍ତା ମରାମତି କଲେ ସ୍ଥାନୀୟ ଯୁବକ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଆରଡି ମୁଖ୍ୟ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି । ଫଳରେ ଅନେକ ଛୋଟବଡ ଦୁର୍ଘଟଣା ଘଟୁଛି । ପୂର୍ବରୁ ମଧ୍ୟ ଅନେକ ଥର ରାସ୍ତପାଇଁ ଧୂଷୁରୀ ବଜାରରେ ଆନ୍ଦୋଳନ ଓ ରାସ୍ତାରୋକ କରାଯାଇଛି ହେଲେ କୌଣସି ଫଳ ମିଳିନାହିଁ।

ପ୍ରତେକ ଦିନ କେହି ନା କେହି ଯାତ୍ରୀ ଦୁର୍ଘଟଣାର ଶିକାର ହେଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ଏହାକୁ ଆଖି ଆଗରେ ରଖି ଧୂଷୁରୀ ଅଞ୍ଚଳର ସ୍ଥାନୀୟ ଯୁବକ ମାନେ ଯେଉଁ ସ୍ଥାନରେ ଅଧିକ ଦୁର୍ଘଟଣା ଘଟୁଛି ସେହି ସ୍ଥାନକୁ ମରାମତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ