ମଣିପୁର ନ୍ୟାୟ ଚାହୁଁଛି : ଗୌରବ ଗୋଗୋଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହୋଇଛି। ଆଲୋଚନା ଆରମ୍ଭ କରି କଂଗ୍ରେସ ସାଂସଦ ଗୌରବ ଗୋଗୋଇ କହିଛନ୍ତି ଯେ ବାଚସ୍ପତିଙ୍କ କାର୍ଯ୍ୟାଳୟ ଭିତରେ ପ୍ରଧାନମନ୍ତ୍ରୀ ଯାହା କହିଛନ୍ତି ତାହା ଆମେ କହିବୁ କି? ଯାହାକୁ ନେଇ ଅମିତ ଶାହ ରାଗି ଯାଇଥିଲେ । କହିଛନ୍ତି ହଁ କହିବା ଦରକାର । ପରେ ଗୌରବ କହିଥିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ପ୍ରଶ୍ନ ପଚାରି କହିଥିଲେ “ମଣିପୁର ସମସ୍ତେ ଯାଇଥିଲେ କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଯାଇନଥିଲେ?

ମଣିପୁର ପ୍ରସଙ୍ଗରେ କହିବା ପାଇଁ ତାଙ୍କୁ ୮୦ ଦିନ କାହିଁକି ଲାଗିଲା? ଆଉ ଯେତେବେଳେ କହିଲେ ମାତ୍ର ୩୦ ସେକେଣ୍ଡରେ ସାରିଦେଲେ । ଯାହା ପାଇଁ ଆମେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ବାଧ୍ୟ ହୋଇଛୁ । ଏହା କଦାପି ସଂଖ୍ୟା ବିଷୟରେ ନୁହେଁ ଏହା ମଣିପୁର ପାଇଁ ନ୍ୟାୟ ବିଷୟରେ ଥିଲା। ଇଣ୍ଡିଆ ମଣିପୁର ପାଇଁ ଏହି ସଂକଳ୍ପ ଆଣିଛି। ମଣିପୁର ନ୍ୟାୟ ଚାହୁଁଛି।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ