Masthead

ମୋଦି ନା ସେ ରାଜ୍ୟ ସଭାରେ କିଛି କହିବେ ନା ଲୋକସଭାରେ: ଗୌରବ ଗୋଗେଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପୂର୍ବରୁ ଲୋକସଭାରେ ହଙ୍ଗାମା । ରାହୁଲଙ୍କ ପୂର୍ବରୁ ଗୋଗେଇଙ୍କ ବିବୃତ୍ତିକୁ ନେଇ ପ୍ରଶ୍ନ କଲା ଶାସକ ଦଳ । ଅନାସ୍ଥା ପ୍ରସ୍ତାବ ଉପସ୍ଥାପିତ କରିବା ସହ ଗୌରବ ଗୋଗେଇ ୩ଟି ପ୍ରଶ୍ନ ମଧ୍ୟ ରଖିଛନ୍ତି । ଗୃହରେ ଗୌରବ କହିଛନ୍ତି, ଅନାସ୍ଥା ପ୍ରସ୍ତାବ ଜରିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୌନବ୍ରତ ଭାଙ୍ଗିବାକୁ ଚାହୁଁଛୁ । କାରଣ ପ୍ରଧାନମନ୍ତ୍ରୀ ମୌନବ୍ରତ ନେଇଛନ୍ତି । ସେ ନା ରାଜ୍ୟସଭାରେ କିଛି କହିବେ ନା ଲୋକସଭାରେ ।

ଏହାସହ ଗୋଗେଇ କହିଛନ୍ତି ଯେ ମଣିପୁରକୁ ସମସ୍ତେ ଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଯାଇ ନାହାନ୍ତି। ଏହି ପ୍ରସଙ୍ଗ ଉପରେ କହିବାକୁ ତାଙ୍କୁ କାହିଁକି ୮୦ ଦିନ ଲାଗିଲା ବୋଲି ବି ସେ ପ୍ରଶ୍ନ କରିଛନ୍ତି। ମଣିପୁରରେ ଡବଲ ଇଞ୍ଜନ ସରକାର ବିଫଳ ହେବାରୁ ଆଜି ସେଠାରେ ହିଂସାରେ ୧୫୦ ଲୋକଙ୍କ ମୃତ୍ୟୁ ହୋଇଛି। ପ୍ରାୟ ୫୦୦୦ ଘର ଜଳିଯାଇଛି। ୬୦ ହଜାରରୁ ଅଧିକ ଲୋକ ରିଲିଫ ଶିବରରେ ଅଛନ୍ତି। ୬୫୦୦ ଏଫଆଇଆର ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା