Masthead

ରାହୁଲ ଗାନ୍ଧି ବିବୃତି ରଖିବାକୁ ପ୍ରସ୍ତୁତ ନାହାନ୍ତି, ବୋଧେ ଡେରିରେ ଉଠିଛନ୍ତି: ନିଶିକାନ୍ତ ଦୁବେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପୂର୍ବରୁ ଲୋକସଭାରେ ହଙ୍ଗାମା । ବିଜେପି ନେତା ନିଶିକାନ୍ତ ଦୁବେ ସୋନିଆ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ସୋନିଆ ଜୀଙ୍କର କେବଳ ଦୁଇଟି ଉଦ୍ଦେଶ୍ୟ ରହିଛି । ପୁଅକୁ ସେଟ କରିବା ଆଉ ଜ୍ୱାଇଁଙ୍କୁ ଉପହାର ଦେବା । ସେ ଆହୁରି ମଧ୍ୟ କହିଛନ୍ତି ମୁଁ ଅପେକ୍ଷା କରିଥିଲି ଯେ ରାହୁଲ ଗାନ୍ଧି କହିବେ କିନ୍ତୁ ସେ କହିଲେ ନାହିଁ । ହୁଏତ ସେ ପ୍ରସ୍ତୁତ ହୋଇନାହାଁନ୍ତି । ବୋଧେ ନିଶ୍ଚୟ ବିଳମ୍ବରେ ଉଠିଥିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା