Masthead

ପରଲୋକରେ ବରିଷ୍ଠ ନେତା ରବିନାରାୟଣ ପୁହାଣ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁରର ବରିଷ୍ଠ ନେତା ରବିନାରାୟଣ ପୁହାଣଙ୍କ ପରଲୋକ ହୋଇଯାଇଛି । ଯାଜପୁରର ପରିଚିତ ଲୋକ ନେତା ରବିନାରାୟଣ ପୁହାଣଙ୍କର ଆଜି ରାମବାଗ ଠାରେ ପରଲୋକ ହୋଇଯାଇଛି। ଅନେକ ଲୋକେ ରବିବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ରବିନାରାୟଣ ଥିଲେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସହଯୋଗୀ, ବିଜୁବିଚାରର ନେତା । ସେ ରାମବାଗ ମହିଳା ମହାବିଦ୍ୟାଳୟର ପ୍ରତିଷ୍ଠାତା ମଧ୍ୟ । ରବିନାରାୟଣଙ୍କ ବିୟୋଗରେ ସମଗ୍ର ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ