Masthead

ପ୍ରଧାନମନ୍ତ୍ରୀ ଓ ରହୁଲ ଗାନ୍ଧିଙ୍କ ଭାଷଣ ଉପରେ ରହିଛି ସମସ୍ତଙ୍କ ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ଅନାସ୍ଥା ପ୍ରସ୍ତାବ ନେଇ ଆଜି ଦ୍ୱିତୀୟ ଦିନ ଆଲୋଚନା । ମଙ୍ଗଳବାର ହୋଇଥିଲା ଆଲୋଚନା । ବିଭିନ୍ନ ଦଳର ସାଂସଦ ଭାଷଣ ରଖିଥିଲେ । ମଣିପୁର ପ୍ରସଙ୍ଗକୁ ନେଇ ଗୃହରେ ହୋଇଥିଲା ହଙ୍ଗମା । ବିରୋଧୀମାନେ ମୋଦି ସରକାରକୁ କଡ଼ା ସମାଲୋଚନା କରିଥିଲେ। ଆଜି ମଧ୍ୟ ମଣିପୁର ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା ।

ସେପଟେ ରାହୁଲଙ୍କ ଭାଷଣ ନେଇ ସମସ୍ତଙ୍କ ନଜର ରହିଥିଲା । କିନ୍ତୁ କିନ୍ତୁ ଶେଷ ମୁହୂର୍ତ୍ତରେ ଗୌରବ ଗୋଗୋଇ ଆଜି ଲୋକସଭାରେ ବିରୋଧୀଙ୍କ ପକ୍ଷରୁ ବିତର୍କ ଆରମ୍ଭ କରିଥିଲେ ଏବଂ ମଣିପୁର ହିଂସା‌ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ନିରବତାକୁ ନେଇ ପ୍ରଶ୍ନ ଉଠାଇଥିଲେ । ଏବେ ପ୍ରଧାନମନ୍ତ୍ରୀ ଓ ରହୁଲ ଗାନ୍ଧିଙ୍କ ଭାଷଣ ଉପରେ ସମସ୍ତଙ୍କ ନଜର ଅଟକିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ