Masthead

‘ବଡିଗାର୍ଡ’ ଫିଲ୍ମ ନିର୍ଦ୍ଦେଶକ ସିଦ୍ଦିକି ଇସ୍ମାଇଲଙ୍କ ହୃଦଘାତରେ ପରଲୋକ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ଜଣାଣୁଣା  ନିର୍ଦ୍ଦେଶକ ସିଦ୍ଦିକି ଇସ୍ମାଇଲଙ୍କ ୬୩ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଛି । ସଲମାନ ଖାନଙ୍କ ଅଭିନୀତ ଫିଲ୍ମ ‘ବଡିଗାର୍ଡ’ ର  ନିର୍ଦ୍ଦେଶନା ଦେଇଥିଲେ ସିଦ୍ଦିକି ।କିଛି ଦିନ ଧାରି ସେ ନିମୋନିଆ ଓ ଲିଭର ସଂକଅମଣ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ କୋଚି ଅମୃତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ସମୟରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି ।୧୯୮୯ରେ ମାଲାୟାଲମ୍ ଫିଲ୍ମ ‘ରାମଜୀ ରାଓ ସ୍ପିକିଙ୍ଗ’ରୁ ସିଦ୍ଦିକି ନିଜ କ୍ୟାରିଅର ଆରମ୍ଭ କରିଥିଲେ । ତାଙ୍କ ଶେଷ ନିର୍ଦ୍ଦେଶନା ଥିଲା ‘ବିଗ୍ ବ୍ରଦର’ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ