Masthead

ଗୁଜୁରାଟରୁ ମେଘାଳୟ ପର୍ଯ୍ୟନ୍ତ ଚାଲିବ ‘ଭାରତ ଯୋଡ ଯାତ୍ରା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ରାହୁଲ୍‌ ଗାନ୍ଧୀଙ୍କ ‘ଭାରତ ଯୋଡ଼ୋ ଯାତ୍ରା’ର ଦ୍ୱିତୀୟ ପର୍ଯ୍ୟାୟ ଗୁଜରାଟରୁ ଆରମ୍ଭ ହୋଇ ଉତ୍ତରପୂର୍ବ ରାଜ୍ୟ ମେଘାଳୟରେ ଶେଷ ହେବ ବୋଲି ମଙ୍ଗଳବାର ଦିନ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ କହିଛନ୍ତି। ମୁମ୍ବାଇରେ ସାମ୍ବାଦିକମାନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଉକ୍ତ ଖବରକୁ ସୁନିଶ୍ଚିତ କରି ନାନା ପାଟୋଲେ କହିଛନ୍ତି, ରାହୁଲ୍‌ ଗାନ୍ଧୀଙ୍କ ‘ଭାରତ ଯୋଡ଼ୋ ଯାତ୍ରା’ର ଦ୍ୱିତୀୟ ପର୍ଯ୍ୟାୟ ଗୁଜରାଟରୁ ଆରମ୍ଭ ହୋଇ ମେଘାଳୟ ପର୍ଯ୍ୟନ୍ତ ଚାଲିବ।

ସମ୍ପୃକ୍ତ ରାଜ୍ୟର ଦଳୀୟ ନେତାମାନେ ମଧ୍ୟ ଯାତ୍ରା କରିବେ। ସେ ଆହୁରି ମଧ୍ୟ କହିଛନ୍ତି, ରାହୁଲ୍‌ ଗାନ୍ଧୀଙ୍କ କନ୍ୟାକୁମାରୀରୁ କଶ୍ମୀର ପର୍ଯ୍ୟନ୍ତ ପ୍ରଥମ ପର୍ୟ୍ୟାୟ ‘ଭାରତ ଯୋଡ଼ୋ ଯାତ୍ରା’ର ଅଭୂତପୂର୍ବ ସଫଳତା ପ୍ରତି ଗୁରୁତ୍ବାରୋପ କରି ଦ୍ୱିତୀୟ ପର୍ୟ୍ୟାୟ ଯାତ୍ରା ଯୋଜନା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା