Masthead

କାହିଁକି ମୋଦି ଏବଂ ତାଙ୍କ ସରକାର ରାହୁଲଙ୍କୁ ଏତେ ଭୟ କରୁଛନ୍ତି ? : ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ଅନାସ୍ଥା ପ୍ରସ୍ତାବ ନେଇ ଆଜି ଦ୍ୱିତୀୟ ଦିନ ଆଲୋଚନା । ମଙ୍ଗଳବାର ହୋଇଥିଲା ଆଲୋଚନା । ବିଭିନ୍ନ ଦଳର ସାଂସଦ ଭାଷଣ ରଖିଥିଲେ । ମଣିପୁର ପ୍ରସଙ୍ଗକୁ ନେଇ ଗୃହରେ ହୋଇଥିଲା ହଙ୍ଗମା । ବିରୋଧୀମାନେ ମୋଦି ସରକାରକୁ କଡ଼ା ସମାଲୋଚନା କରିଥିଲେ । ଆଜି ଗୃହରେ ବିବୃତି ରଖିବେ ରାହୁଲ ବୋଲି କହିଛନ୍ତି କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ । ସେ କହିଛନ୍ତି ଆଚି ଗୃହ ଆରମ୍ଭରୁ ବବୃତି ରଖିବେ ରାହୁଲ ।

ସେ ଆହୁରି ମଧ୍ୟ କହିଛନ୍ତି ବିଜେପି ଜାତି, ସମାଜ, ମଣିପୁର ବିଷୟରେ ଚିନ୍ତା କରନ୍ତି ନାହିଁ। ବିରୋଧୀଙ୍କ କେବଳ ଗୋଟିଏ କାମ । ରାହୁଲ ଗାନ୍ଧି ଏବଂ ତାଙ୍କ ପରିବାରକୁ ଦୁର୍ବ୍ୟବହାର କରିବା । ସେମାନେ ଅନ୍ୟ କିଛି ଜାଣନ୍ତି ନାହିଁ। କାହିଁକି ମୋଦି ଏବଂ ତାଙ୍କ ସରକାର, ସହକର୍ମୀମାନେ ରାହୁଲ ଗାନ୍ଧିଙ୍କୁ ଏତେ ଭୟ କରୁଛନ୍ତି ? ମୁଁ ଏହା ଅଶ୍ଚର୍ଯ୍ୟ ଲାଗୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି