Masthead

ଦୁର୍ଘଟଣାରେ କଲରାପତରିଆର ମୃତ୍ୟୁ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଗଞ୍ଚାମ ଜିଲ୍ଲା ଘୁମୁସର ବନଖଣ୍ଡ ମୁଜାଗଡ଼ ଗାଁ ଠାରେ ନିକଟର ମୁଖ୍ୟରାସ୍ତାରୁ ଗୁରୁତର ଭାବେ ଆହାତ ହୋଇଥିବା ଏକ କଲରାପତରିଆକୁ ଉଦ୍ଧାର କରାଯାଇଛି । ବିଳମ୍ବିତ ରାତି ପ୍ରାୟ ୨ଟା ବେଳେ କୌଣସି ଏକ ଭାରି ଯାନ ଧକ୍କାରେ କଲରାପତରିଆ ବାଘଟି ତଳେ ପଡି ଛଟପଟ ହେଉଥିବା ଦେଖିବାକୁ ମିଳିଥିଲା ।ସ୍ତାନୀୟ ଲୋକଙ୍କଠାରୁ ଖବର ପାଇ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି କଲରାପତରିଆ ବାଘଟିକୁ ଭଞ୍ଜନଗର ପଶୁ ଚିକିତ୍ସାଳୟକୁ ନେବା ବେଳେ ତାର ମୃତ୍ୟୁ  ହୋଇଥିବା ସୂଚନା ମିଳିଛି । କଲରାପତରିଆ ବାଘଟିର ବୟସ ପ୍ରାୟ ୩ବର୍ଷ ହେବ ବୋଲି ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି