Masthead

୧୫ନଂ ଜୋନ ଜିଲ୍ଲା ପରିଷଦ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ 

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳିର ୧୫ନଂ ଜୋନ ପାଇଁ ଆରମ୍ଭ ହୋଇଛି ମତଦାନ । ସକାଳ ୯ଟା ସୁଦ୍ଧା ୫୦% ମତଦାନ ଶେଷ ହୋଇଛି।

ଭୋଟର ମାନଙ୍କର ଲମ୍ବା ଧାଡ଼ି ଦେଖିବାକୁ ମିଳୁଥିବା ବେଳେ ଶାନ୍ତି ଶୃଙ୍ଖଳାରେ ମତଦାନ ଚାଲିଛି । କାଁ ଭା ସାମାନ୍ୟ ଉତ୍ତେଜନା ଦେଖା ଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ