Masthead

ସମଗ୍ର ଭାରତର ଉନ୍ନତି ହୋଇଛି: ରବି କିଷନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ଭାରତ ଛାଡ ଆନ୍ଦୋଳନର ବାର୍ଷିକୀ ଅବସରରେ ବିଜେପି ସାଂସଦମାନେ ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ବିଜେପି ସାଂଦସ ରବି କିଷନ କହିଛନ୍ତି କଂଗ୍ରେସ ୬୫ ବର୍ଷ ଶାସନ କରିଥିଲେ, ସମସ୍ତେ ରାଜବଂଶ, ପରିବାର ଭିତ୍ତିକ ରହି ଆସିଥିଲେ। ସେମାନେ ମଧ୍ୟ ଆମକୁ ଦ୍ୱନ୍ଦ୍ୱରେ ରଖିଥିଲେ ।

କିନ୍ତୁ ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ଆସିଲେ ୨୦୧୪ରୁ ଏହା ଜାଣିବାକୁ ମିଳିଳା ଯେ ହଜାର ହଜାର ଲକ୍ଷ କୋଟି କୋଟି ଟଙ୍କା ନିଖୋଜ ହୋଇଯାଇଛି। ଗାଁ, ଗରିବ, କୃଷକ, ଦଳିତ, ଆଜି ଉନ୍ନତି କରୁଛନ୍ତି । ଆଜି ସମଗ୍ର ବିଜେପି ଏବଂ ସମଗ୍ର ଭାରତ କହୁଛନ୍ତି – ହେ ଅହଂକାରୀ, ଭାରତ ଛାଡ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା