Masthead

ମିଟର ରିଡିଂ ଏଜେଣ୍ଟଙ୍କୁ ବେକ କାଟିବା ଘଟଣାରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ): ଭଞ୍ଜନଗର କୁଲାଡ ପଞ୍ଚାୟତ ଗଲେରି ଗାଁରେ ବିଲ ଅଧିକ ଆସିଲା ବୋଲି ମିଟର ରିଡିଂ ଏଜେଣ୍ଟଙ୍କ ବେକ କାଟି କାଟି ଦିଆଯାଇଥିଲା । ଏହି ଘଟଣାକୁ ନିନ୍ଦା କରଛନ୍ତିି କଳାହାଣ୍ଡି ଜିଲ୍ଲା ଟାଟା ପାୱାରର ଅସ୍ଥାୟୀ କର୍ମଚାରୀମାନେ ।

ଏହାର ପ୍ରତିବାଦରେ ଅସ୍ତାୟୀ କର୍ମଚାରୀମାନେ କଲେଜ ଛକରୁ ଏକ ବିରାଟ କ୍ୟାଣ୍ଡେଲ ଶେଭାଯାତ୍ରାରେ ବାହାରି ଗାନ୍ଧି ଛକଠାରେ ବିଶାଳ ଶୋକସଭା କରିଥିଲେ । ଏବଂ ପୀଡିତଙ୍କ ପରିବାରକୁ ଆର୍ଥିକ ସହାୟତା ସମେତ ଘରର ଜଣେ ସଦସ୍ୟଙ୍କୁ ସ୍ଥାୟୀ କର୍ମଚାରୀ ନିଯୁକ୍ତି ଦବାକୁ ଦାବି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା