Masthead

ମନ୍ଦରି ଭଙ୍ଗାକୁ ନେଇ ଉତ୍ତେଜନା, ଗାଁରେ ୧୪୪ଧାରା ଜାରି

ସୋର, (ବଡ଼ ଖବର ବ୍ୟୁରୋ): ମନ୍ଦିର ଭଙ୍ଗାକୁ କେନ୍ଦ୍ର କରି ଗାଁରେ ଉତ୍ତେଜନା । ୧୪୪ଧାରା ଜାରି କଲା ପୋଲିସ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଡଗରପଡ଼ା ଗ୍ରାମରେ ଥିବା ଶନି ମନ୍ଦିରକୁ ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଥିଲେ । ଯାହାକୁ ନେଇ ଗାଁରେ ଉତ୍ତେଜନା ଲାଗିରହିଥିବା ବେଳେ ଆଜି ଗ୍ରାମରେ ନୀଳଗିରି ଏସଡିପିଓଙ୍କ ସମେତ ଖଇରା ତହସିଦାଲ ଓ ଖଇରା ଥାନା ଅଧିକାରୀ ପହଞ୍ଚି ୧୪୪ଧାରା ଜାରି କରିବା ସହ ଲୋକଙ୍କୁ ବୁଝାଶୁଝା କରିଛନ୍ତି । ଗ୍ରାମରେ ଏବେ ମଧ୍ୟ ଚାପା ଉତ୍ତେଜନା ଲାଗି ରହିଛି । ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା