ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲା: ଆସିଲା ସିଡିଆର ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁ ଚର୍ଚ୍ଚିତ ଦୀପାଲି ହୋଟେଲ ମୃତ୍ୟୁ ଘଟଣାରେ ପୋଲିସ କୁ ମିଳିଲା ଶୁଭଲକ୍ଷ୍ମୀଙ୍କ ସିଡିଆର୍ ରିପୋର୍ଟ । ପୋଲିସ ହାତରେ ଲାଗିଲା ଗତ ୨ମାସର ଶୁଭଲକ୍ଷ୍ମିଙ୍କ କଲ୍ ଡିଟେଲ ରିପୋର୍ଟ । ମୃତ୍ୟୁ ପୁର୍ବରୁ କାହା ସହ କଥା ହୋଇଥିଲେ ଶୁଭଲକ୍ଷ୍ମୀ, ତାହା ଜାଣିବାକୁ ସିଡିଆର ମାଗିଥିଲା ରିପୋର୍ଟ । ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ଶୁଭଲକ୍ଷ୍ମୀ ଦ୍ୱିତୀୟ ପୁରୁଷ ବନ୍ଧୁ ଅନୀଲକୁ ଥାନାକୁ ଡାକି ପୋଲିସ ଜେରା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ