Masthead

ସୌନ୍ଦର୍ଯ୍ୟକରଣ ହେବ ଆନନ୍ଦେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଥିବା ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକର ବଡ଼ ପାଟଣା ପଞ୍ଚାୟତରେ ଅବସ୍ଥିତ ଆନନ୍ଦେଶ୍ୱର ମନ୍ଦିର । ମନ୍ଦିରର ଉନ୍ନତି କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ଆନନ୍ଦେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଥିବା ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିର ଉନ୍ନତିକରଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ ପାଟଣା ବିଧାୟକ ଜଗନ୍ନାଥ ନାଏକ।

ସେ ପ୍ରଥମେ ଆନନ୍ଦେଶ୍ୱର ମହାଦେବଙ୍କ ଦର୍ଶନ କରିବା ସହିତ ଦୁଇଟି ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବଶଙ୍କର ମୁର୍ମୁ, ବଡପାଟଣା ଗ୍ରାମପଞ୍ଚାୟତର ସରପଞ୍ଚ ବିନତୀ ବାନରା, ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ ପ୍ରମୁଖଙ୍କ ସହିତ ମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି