ବିଦ୍ୟୁତ ଆଘାତରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦ୍ରପଡା(ବଡ଼ ଖବର ବ୍ୟୁରୋ): କେନ୍ଦ୍ରପଡା ରାଜକନିକା ମହୁରୀ ଗାଁରେ ବିଦ୍ୟୁତ ଖୁଣ୍ଟରେ ଚଢି ବିଦ୍ୟୁତ ସଂଯୋଗ କରୁଥିବା ସମୟରେ ଜଣେ ବିଦ୍ୟୁତ କର୍ମଚାରୀଙ୍କର ମୃତ୍ୟୁ ହୋଇଛି । ତେବେ ମୃତ ବିଦ୍ୟୁତ କର୍ମଚାରୀ ହେଉଛନ୍ତି ପଟ୍ଟାମୁଣ୍ଡାଇ ଡାମରପୁର ଗାଁର ସନ୍ତୋଷ ବେହେରା ବୋଲି ଜଣାପଡିଛି ।

ସୂଚନା ମୁତାବକ ଟାଟା ପାୱାରଠାରୁ ଫ୍ରାଞ୍ଚଆଇଜ ନେଇ ମିଟର ରିଡିଙ୍ଗ ଓ ବିଦ୍ୟୁତ ସଂଯୋଗ କାର‌୍ୟ୍ୟରେ ନିୟୋଜିତ ଥିବା ଡି ଆଣ୍ଡ ବି କମ୍ପାନିର କର୍ମଚାରୀ ସନ୍ତୋଷ କୁମାର ବେହେରା ଆଜି ମହୁରୀ ଗାଁରେ ଖୁଣ୍ଟରେ ଚଢି ବିଦ୍ୟୁତ ସଂଯୋଗ କରୁଥିବା ବେଳେ ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସି ତଳକୁ ଖସି ପଡ଼ିଥିଲେ । ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ