Masthead

ବାପାର କୋଦାଳ ମାଡରେ ଗଲା ପୁଅର ଜୀବନ

ଊମରକୋଟ (ବଡ଼ ଖବର ବ୍ୟୁରୋ):   ମଦ୍ୟପ ବାପାର ଉନ୍ମୁକ୍ତ କାଣ୍ଡ । ଗୋଟିଏ କୋଦାଳରେ ନିଜର ୨୨ବର୍ଷୀୟ ପୁଅକୁ ହତ୍ୟା କରି ଆତ୍ମସମର୍ପଣ କରିଛି ବାପା । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅଧୀନରେ ଥିବା ବେଙ୍ଗଲୀ ଖାଣ୍ଡା ଗାଁରେ । ଗତକାଲି ରାତି ପ୍ରାୟ ୧୦:୪୦ମିନିଟ ସମୟରେ ବିପୁଲ ରାୟ ଅତ୍ୟଧିକ ମଦ ପିଇ ଘରକୁ ଫେରିଥିଲେ । ପରେ ପୁଅ ସମୀରନ ରାୟ ଏବଂ ବାପା ବିପୁଲ ରୟ ମଧ୍ୟରେ ଝଗଡ଼ା ହୋଇଥିଲା ।

ବାପା ରାଗିଯାଇ ଏକ କୋଦାଳରେ ପୁଅ ସମୀରନଙ୍କ ବେକରେ ବାରମ୍ବାର ପ୍ରହାର କରିବାରୁ ଘଟଣାସ୍ଥଳରେ ହିଁ ସମୀରନଙ୍କ ମୃତ୍ୟୁ ଘଟିଥିଲା । ଏବଂ ବାପା ବିପୁଲ ରାୟ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି । ହତ୍ୟାର କାରଣ ବର୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା