ବିରୋଧୀଙ୍କ ପାଇଁ ଆଜି ଦିନ ଗୁରୁତ୍ୱପୂର୍ଣ୍ଣ : ସୁକାନ୍ତ ମଜୁମଦାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ । ଗୃହରେ କ’ଣ ବିବୃତି ରଖିବେ ପ୍ରଧାନମନ୍ତ୍ରୀ, ତା ଉପରେ ସମସ୍ତଙ୍କ ନଜର । ଅନାସ୍ଥା ପ୍ରସ୍ତାବକୁ ନେଇ ୨ ଦିନ ହେଲା ଲୋକସଭାରେ ବିତର୍କ ଚାଲିଛି । ଆଜି ତୃତୀୟ ଦିନରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ସଂସଦରେ ବିଶେଷ କରି ବିରୋଧୀଙ୍କ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଛନ୍ତି ବିଜେପି ସାଂସଦ ସୁକାନ୍ତ ମଜୁମଦାର ।

ସେ କହିଛନ୍ତି ପ୍ରଧାନମନ୍ତ୍ରୀ ଏକ ଘଣ୍ଟାରୁ ଅଧିକ ସମୟ ତାଙ୍କର ବିବୃତି ରଖିବେ । ବିରୋଧୀ ଏଥିପାଇଁ ପ୍ରସ୍ତୁତ ହେବା ଉଚିତ୍। ସେ ରାହୁଲ ଗାନ୍ଧିଙ୍କ ଫ୍ଲାଇଙ୍ଗ କିସକୁ ନେଇ କହିଛନ୍ତି, “ଏହା ତାଙ୍କର ରୁଚି ଏବଂ ସଂସ୍କୃତିକୁ ଦର୍ଶାଉଛି । ଏହା ପୂର୍ବରୁ ରାହୁଲ ମୋଦିଙ୍କୁ ଆଲିଙ୍ଗନ କରିଥିଲେ ଆଉ ଏବେ ସଂସଦରେ ‘ଫ୍ଲାଇଙ୍ଗ କିସ୍’ ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ