Masthead

ବଙ୍ଗୋପସାଗରରେ ବିସର୍ଜିତ ହେଲା ମନୋଜ ଦାସଙ୍କ ଅସ୍ଥି

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପଦ୍ମବିଭୂଷଣ ମନୋଜ ଦାସ । ବିଶ୍ୱରେ ତାଙ୍କୁ କିଏ ବା ନଜାଣେ । ତାଙ୍କର ଦେହାନ୍ତ ଖବର ପ୍ରଚଳିତ ପରେ ସ୍ତବ୍ଧ ହୋଇଯାଇଥିଲେ ମନୋଜ ପ୍ରେମୀ । ପୁଡୁଚେରୀ ଆଶ୍ରମରେ ତାଙ୍କର ଶେଷକୃତ୍ୟ ସମ୍ପନ ହୋଇଥିଲା । କିନ୍ତୁ ତାଙ୍କର ସମ୍ପର୍କୟ ଭାଇ ସୁବାସ ଦାସ ସେଠାରୁ ମନୋଜ ବାବୁଙ୍କ ଅସ୍ତି ଓ ଚିତାଭସ୍ମ ଆଣି ଘରେ ରଖି ପୂଜା କରିଥିଲେ ।

ମନୋଜ ବାବୁଙ୍କ ଅସ୍ଥି ଓ ଚିତାଭସ୍ମ ରଖାଯାଇଥିବାରୁ ତାଙ୍କର ଆତ୍ମାର ସଦଗତି ହେଉନାହିଁ ବୋଲି ସାମାଜିକ ଗଣମାଧ୍ୟମରେ ଏପରି ଝଡ଼ ଲାଗିରହିଥିବା ବେଳେ ଗତକାଲି ଖବର ପ୍ରସାରଣ କରାଯାଇଥିଲା । ଖବର ପ୍ରସାରଣର ହେବା ପରେ ଆଜି ସକାଳେ ୭ଟାରେ ଅସ୍ଥି ଓ ଚିତାଭସ୍ମ ବଙ୍ଗୋପସାଗର ତାଳସାରିରେ ବିସର୍ଜନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ