Masthead

ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କଲେ ହାଇସ୍କୁଲ କମିଟି ସଭାପତି

ବଙ୍ଗମୁଣ୍ଡା(ବଡ଼ ଖବର ବ୍ୟୁରୋ): ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କଲେ ହାଇସ୍କୁଲ କମିଟି ସଭାପତି । ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ବୁରୋମାଲ ଗ୍ରାମର ହାଇସ୍କୁଲ କମିଟି ସଭାପତି ବିଦ୍ୟାଳୟରେ ଅଧ୍ୟୟନରତ ୪ ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କରି ଦେଇଥିବା ଥାନାରେ ଅଭିଯୋଗ ହୋଇଥିଲା ।

ପୁଲିସ ମାମଲାର ତଦନ୍ତ କରି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସଦାନନ୍ଦ ବନଛୋର(୩୫)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ପରିଚାଳନା କମିଟିର ସଭାପତି ସଦାନନ୍ଦ ବନଛୋର ବିଦ୍ୟାଳୟକୁ ଯାଇ ଅକାରଣରେ ତାଲା ପକାଇଦେଇଥିବା ଅଭିଭାବକ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ