Masthead

ରାସ୍ତା ପାଇଁ ରାସ୍ତା ରୋକ୍

ବାରିପଦା (ବଡ଼ ଖବର ବ୍ୟୁରୋ): ବିଡିଅ ଙ୍କୁ ରାସ୍ତା ରେ ଚଲେଇ ଚଲେଇ ବୁଲାଇଲେ ଗ୍ରାମବାସୀ।ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ ର ନୁରୁଡ଼ି ଠାରେ ।ନୁରୁଡି ଠାରୁ ଟିକରପଡ଼ା ରାସ୍ତା ମରାମତି ପାଇଁ ଦୀର୍ଘ ଦିନରୁ ଅଭିଯୋଗ ପରେ ମଧ୍ୟ ଗ୍ରାମ୍ୟ ରାସ୍ତା ର ଉନ୍ନତି କରଣ କରାଯାଇ ପାରି ନ ଥିବାରୁ,ବର୍ଷା ଦିନରେ ଲୋକ ମାନେ ନାହିଁ ନ ଥିବାର ଅସୁବିଧା ର ସମ୍ମୁଖୀନ ହେଇ ଆସୁଛନ୍ତି।ଲୋକ ମାନଙ୍କର ଗମନା ଗମନ ସହିତ ଜରୁରୀକାଳୀନ ସେବା ମଧ୍ୟ ଗାଆଁ କୁ ପହଞ୍ଚି ପାରୁ ନାହିଁ। ଏହାକୁ ନେଇ ଗ୍ରାମବାସୀ ପୂର୍ବରୁ ବହୁବାର ଅଭିଯୋଗ କରିଥିଲେ ମଧ୍ୟ ରାସ୍ତା ମରାମତି ପାଇଁ ପ୍ରଶାସନିକ ସ୍ଥରରେ କୌଣସି ପଦକ୍ଷେପ ନ ନେବାରୁ ଆଜି ଉତ୍ୟକ୍ତ ଗ୍ରାମବାସୀ ଉଦଳା ବାରିପଦା ମୁଖ୍ୟ ରାସ୍ତା କୁ ଅବରୋଧ କରିଥିଲେ।ଫଳରେ ଦୀର୍ଘ ସମୟ ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହେଇ ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?