Masthead

ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗର ଉପଦେଷ୍ଟା ଦୁଇଦିନିଆ କେନ୍ଦୁଝର ଜିଲ୍ଲା ଗ୍ରସ୍ତ ରେ

କେନ୍ଦୁଝର( ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା କୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗର ଉପଦେଷ୍ଟା ଅନୁଭବ ପଟ୍ଟନାୟକ । ବିଭିନ୍ନ ବ୍ଲକ ଗସ୍ତ କରି ରୂପାନ୍ତରିତ ହୋଇଥବା ଉଚ୍ଚ ବିଦ୍ୟାଳୟ ଏବଂ ମୋ ସେବା କେନ୍ଦ୍ର ଗୁଡ଼ିକର ଉନ୍ନତି ମୂଳକ କାର୍ୟ୍ୟ କିପରି ପରିଚାଳିତ ହେଉଛି ଏହାର ତଦାରଖ କରିବା ସହ ସମୀକ୍ଷା କରୁଛନ୍ତି ।ପରେ ସେ ସାହାରପଡା ସରକାରୀ ଉଚ୍ଚ ବିଦ୍ୟାଳୟ ପାଟଣା ର ସର୍ବପୁରାତନ ଗୋପିନାଥ ନାରାୟଣ ଉଚ୍ଚ ବିଦ୍ୟାଳୟ ଓ କେନ୍ଦେଇପଶି ଉଚ୍ଚ ବିଦ୍ୟାଳୟକୁ ଯାଇଥିଲେ । ସ୍ମାର୍ଟ କ୍ଲାସ ପରିଦର୍ଶନ କରି ଶିକ୍ଷକ ଓ ଶିକ୍ଷୟତ୍ରୀ କିପରି ଛାତ୍ରଛାତ୍ରୀ ମାନଙ୍କୁ ସ୍ମାର୍ଟ କ୍ଲାସ କରାଉଛନ୍ତି ଏବଂ ଛାତ୍ର ଛାତ୍ରୀ ମାନେ କିପରି ଉତ୍ତମ ଶିଷ୍ୟ ଲାଭ କରୁଛନ୍ତି ସେ ବିଷୟରେ ପଚାରି ବୁଝିଥିଲେ ।

ହିମାଂଶୁ ଶେଖର ସେଠୀ, ସାହାରପଡା ବିଡିଓ ବିଜୟ କୁମାର ନାୟକ, ପାଟଣା ବିଡିଓ ଶିବ ଶଙ୍କର ମୁର୍ମୁ ପ୍ରମୁଖ ଉପସ୍ଥିତ ରହିଥିଲେ। ତାଙ୍କ ଗସ୍ତ ସମୟରେ ବ୍ଲକ୍ ଅଧ୍ୟକ୍ଷା ରିନା ନାୟକ, ଉପାଧ୍ୟକ୍ଷା ଛବିରାଣି ସେଠୀ, ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁ, ଜିଲ୍ଲା କୃଷକ ସଭାପତି ଦୀପକ୍ ରାଜ, ଜିଲ୍ଲା ବିଜେଡି ସମ୍ପାଦକ କୃଷ୍ଣ ମହାପାତ୍ର, ଯୁବ ବିଜେଡି ସଭାପତି ସତ୍ୟ ନାରାୟଣ ପଣ୍ଡା, ଛାତ୍ର ଜିଲ୍ଲା ଉପ ସଭାପତି ପ୍ରଣବ ପୋହି, ଛାତ୍ର ବିଜେଡି ସଭାପତି ଭବାନୀ ମହାନ୍ତି, ଜିଲ୍ଲା ପରିଷଦ ବୁଦ୍ଧଦେବ ମହାକୁଡ, ମହିଳା ସଭାପତି ଅନିତା କୁଶୁମାଳିଆ, ମହିଳା ନେତ୍ରୀ କିରଣବାଲା ସିଂହ ଆଦି ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି