Masthead

ଦମ୍ପତିଙ୍କୁ ପୋଡ଼ି ମାରିଦେଲେ

ବ୍ରଜରାଜନଗର, (ବଡ଼ ଖବର ବ୍ୟୁରୋ): ବ୍ରଜରାଜନଗର ଦମ୍ପତି ଜୀବନ୍ତ ଦଗ୍ଧ ମାମଲରେ ପାଞ୍ଚ ଗିରଫ । ଗିରଫ ସମସ୍ତ ଅଭିଯୁକ୍ତ ଗୋଟିଏ ପରିବାରର । ଗତକାଲି ବ୍ରଜରାଜନଗର ରାମପୁର କଲୋନୀରେ ରହୁଥିବା ଗରିବର ଦାସ ଓ ତାଙ୍କ ସ୍ତ୍ରୀ ଗୀତାଙ୍କୁ ଜିଅନ୍ତା ଜାଳି ଏହାକୁ ଏକ ଦୁର୍ଘଟଣାର ରୂପ ଦିଆଯାଇଥିଲା । ଚୁଲି ଲଗାଇବା ବେଳେ ଦମ୍ପତି ପୋଡ଼ିଯାଇଥିବା କହି ଏହାକୁ ଦୁର୍ଘଟଣାର ରୂପ ଦେଇଥିଲେ ଅଭିଯୁକ୍ତମାନେ । ତେବେ ଘଟଣାସ୍ଥଳରେ ପଡ଼ିଥିବା ରକ୍ତ ଛିଟା ଉପରେ ବାଲି ଘୋଡ଼ା ହୋଇଥିବାରୁ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରିଥିଲା ପୋଲିସ । ସାଇଣ୍ଟିଫକ ଟିମ ପହଞ୍ଚି ଘଟଣାର ଯାଞ୍ଚ କରିବା ପରେ ଆଜି ତିନି ମହିଳା ସମେତ ମୋଟ ପାଞ୍ଚଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ