Masthead

ପ୍ରଧାନମନ୍ତ୍ରୀଙ୍କୁ ମଣିପୁରର ୪୦ ବିଧାୟକଙ୍କ ଚିଠି

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଜଳୁଛି ମଣିପୁର । ଥମୁନି ହିଂସା । ମଣିପୁରକୁ ନେଇ ଲାଗି ରହିଛି ରାଜନୀତି । ପ୍ରଧାନମନ୍ତ୍ରୀଙ୍କୁ ମଣିପୁର ବିଧାୟକଙ୍କ ଚିଠି । ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ଆଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମଣିପୁରର ୪୦ ବିଧାୟକ । ଆସାମ ରାଇଫଲ୍ସକୁ ଫେରାଇ ଅନ୍ୟ କେନ୍ଦ୍ରୀୟ ବଳ ମୁତୟନ ପାଇଁ ଦାବି କରିଛନ୍ତି । ମଣିପୁର ପୁଲିସ ଆସାମ ରାଇଫଲ୍ସ ବିରୋଧରେ ଏକ ମାମଲା ରୁଜୁ କରିଛି। ବିଷ୍ଣପୁରରେ ଆତଙ୍କୀ ରୋକିବାରେ ଆସାମ ରାଇଫଲ୍ସ ପ୍ରତିବନ୍ଧକ ହୋଇଥିବା ନେଇ ସୂଚନା ଦେଇଛି ପୁଲିସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ