Masthead

ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭୂକମ୍ପ ଝଟକାରେ ଥରିଲା ଜାପାନ । ଜାପାନର ହକ୍ୱାଇଡୋ ଅଞ୍ଚଳରେ ୬.୦ ତୀବ୍ରତାର ଭୂକମ୍ପ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ସମୟ ସକାଳ ୫.୪୪ରେ ଭୂକମ୍ପ ହୋଇଥିବା ଜଣାପଡିଛି । ଭୂକମ୍ପରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ ।

ଗତକାଲି ତୁର୍କୀରେ ମଧ୍ୟ ଭୂକମ୍ପ ହୋଇଥିଲା । ଭୂକମ୍ପର ତୀବ୍ରତା ୫.୨ ରହିଥିଲା । ଏହାର ଗଭୀରତା ୧୦.୯ କିଲୋମିଟର ରେକର୍ଡ କରାଯାଇଛି । ତୁର୍କୀରେ ହୋଇଥିବା ଏହି ଭୂମିକମ୍ପରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ୨୦ରୁ ଅଧିକ ଲୋକ ଆହାତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ