Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ । ଦିନ ୧୨ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଅଧ୍ୟକ୍ଷତାରେ ବସିବ ବୈଠକ । ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।

ରାଜ୍ୟ ସରକାର କୃଷି, ମହିଳାଙ୍କ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେଇଥିବାବେଳେ ଭିତ୍ତିଭୂମି ବିକାଶକୁ ମଧ୍ୟ ପ୍ରାଧାନ୍ୟ ଦେଉଛନ୍ତି । କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମିଳିପାରେ ଅନୁମୋଦନ । ବୟସ୍କ ନାଗରିକଙ୍କ କଲ୍ୟାଣ ଦିଗରେ କିଛି ନିଷ୍ପତ୍ତି ନିଆଯାଇପାରେ । ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ. ଜଳସମ୍ପଦ, ସମବାୟ ବିଭାଗ ଉପରେ ବୈଠକରେ ପ୍ରସ୍ତାବ ଆଗତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼