Masthead

ଜନ ବିରୋଧୀ ନୀତି ବିରୁଦ୍ଧରେ ଏକାଠି ହେଲେ ଅଣ ବିଜେପି ଓ ଅଣ ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳ ପକ୍ଷରୁ ମିଳିତ ସମ୍ମିଳନୀ ଅନୁଷ୍ଠିତ । ଓଡ଼ିଶା କଂଗ୍ରେସର ଆହ୍ୱାନରେ ରାଜନୈତିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କେନ୍ଦ୍ର ବିଜେପି ସରକାର ଓ ରାଜ୍ୟ ବିଜେଡି ସରକାରର ଜନ ବିରୋଧୀ ନୀତି ବିରୁଦ୍ଧରେ ଏହି ସମ୍ମିଳନୀ କରାଯାଇଛି । ୧୭ଟି ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳ ଏଥିରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ