Masthead

ବାଙ୍କୀ ରାଜନୀତିରେ ପରିବର୍ତ୍ତନ ସମ୍ଭାବନା

ବାଙ୍କୀ(ବଡ଼ ଖବର ବ୍ୟୁରୋ): ବାଙ୍କୀ ରାଜନୀତିରେ ବଡ ପରିବର୍ତ୍ତନର ସମ୍ଭାବନା । ଡମପଡା ସରପଞ୍ଚ ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ଏଥିରେ ବାଜିମାତ କରିଛନ୍ତି କଂଗ୍ରେସ ସମର୍ଥିତ ପ୍ରାର୍ଥୀ କୁସୁମ କୁମାରୀ ଧଳ ।

ଯୁବ କଂଗ୍ରେସ ସଭାପତି ଡଃ ସ୍ମୃତି ରଞ୍ଜନ ଲେଙ୍କାଙ୍କ ସମର୍ଥିତ କୁସୁମ ଧଳ ରେକର୍ଡ ବିଜୟ ହାସଲ କରିଛନ୍ତି । ୯୬୩ ଖଣ୍ଡ ଭୋଟ ବ୍ୟବଧାନରେ ଜିତି ବିଜୁ ଜନତା ଦଳର ସମର୍ଥିତ ପ୍ରାର୍ଥୀ ମନ୍ମୟୀ ଦାସଙ୍କୁ ପରାଜିତ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ