Masthead

ଫିରିଙ୍ଗିଆ ଥାନା ପୋଡ଼ି ଘଟଣା; ତତ୍କାଳୀନ ଆଇଆଇସି ନିଲମ୍ବିତ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପୋଡ଼ି ଘଟଣା । ତତ୍କାଳୀନ ଆଇଆଇସି ନିଲମ୍ବିତ । ଆଇଆଇସି ତପନ କୁମାର ନାହାକଙ୍କୁ ନିଲମ୍ବିତ କଲେ ପୋଲିସ ଡିଜି । କର୍ତ୍ତବ୍ୟରେ ଅବହେଳା ଏବଂ ହିଂସାକାଣ୍ଡ ବେଳେ ଥାନା ଛାଡି ପଳାଇଥିବାରୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ।

ପୂର୍ବରୁ ଦୁଇ ଗୃହରକ୍ଷୀଙ୍କୁ ନିଲମ୍ବିତ କରିଥିଲେ ଏସ୍.ପି। ଗଞ୍ଜେଇ ଚାଲାଣରେ ପୋଲିସର ସମ୍ପୃକ୍ତି ଅଭିଯୋଗ କରି ଥାନାରେ ଭଙ୍ଗାରୁଜା କରିବା ସହ ଥାନାରେ ନିଆଁ ଲଗାଇ ଦେଇଥରଲେ ଗ୍ରାମବାସୀ । ଗଞ୍ଜେଇ ଚାଲାଣରେ ଆଇଆଇସି ଓ ତାଙ୍କ ସହଯୋଗୀ ସଂପୃକ୍ତ ଥିବା ସେମାନେ ଏସପିଙ୍କୁ ଜଣାଇଥିଲେ । କିନ୍ତୁ କାର୍ଯ୍ୟାନୁଷ୍ଠାନ ନହେବାରୁ ଥାନାରେ ଭଙ୍ଗାରୁଜା କରିଥିଲେ ଅଂଚଳବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ