Masthead

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ହକି, ଫାଇନାଲରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ହକି । ଫାଇନାଲରେ ଭାରତ । ଜାପାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଭାରତ । ଫାଇନାଲରେ ମାଲେସିଆ ସହ ମୁହାଁମୁହିଁ ହେବ ଟିମ ଇଣ୍ଡିଆ । ସେମିଫାଇନାଲରେ ଜାପାନକୁ ୫-୦ ଗୋଲରେ ହରାଇଛି ଇଣ୍ଡିଆ । ପ୍ରଥମ କ୍ୱାଟର ଗୋଲ ଶୂନ୍ୟ ହୋଇଥିବା ବେଳେ ଦ୍ୱିତୀୟ କ୍ୱାଟରରେ ୩ଟି ଗୋଲ ଦେଇ ଭାରତ ଆଗୁଆ ରହିଥିଲା । ହାଫ୍ ଟାଇମ୍ ପରେ ଆଉ ଦୁଇଟି ଗୋଲ ଦେଇ ଜାପାନକୁ ପଛରେ ପକାଇଥିଲା ଭାରତ ।

ଆକାଶଦୀପ ସିଂହ, ହରମନପ୍ରୀତ ସିଂହ, ମନ୍ଦୀପ୍ ସିଂହ ଦମଦାର ପ୍ରଦର୍ଶନ କରିଥିଲେ । ଆଜି ଖେଳାଯିବ ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍ ଖେଳାଯିବ । ମାଲେସିଆ ଓ ଭାରତ ମଧ୍ୟରେ ହେବ ମୁକାବିଲା । ପ୍ରଥମ ସେମିଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୬-୨ ଗୋଲରେ ହରାଇ ଫାଇନାଲକୁ ପ୍ରବେଶ କରିଛି ମାଲେସିଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ