Masthead

ଆସନ୍ତା ଦୁଇଦିନ ଯାଏଁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇଦିନ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା । ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୧ଟି ଜିଲ୍ଲାରେ ବର୍ଷା ସହ ବିଜୁଳି,ଘଡଘଡି ସହ ବର୍ଷା ସମ୍ଭାବନା ।

ଏସବୁ ଜିଳ୍ଳା ଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ , ଜଗତସିଂହପୁର,କେନ୍ଦୁଝର,ୟମୁରଭଞ୍ଜ,ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ । ସେହିପରି ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲା ଯଥାକ୍ରମେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ,ବାଲେଶ୍ୱର, ଭଦ୍ରକ, ଯାଜପୁର,ଗଜପତି, ରାୟଗଡା,କୋରାପୁଟ,ମାଲକାନଗିରିକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ