Masthead

ଜନ୍ମସ୍ଥାନ ଆନନ୍ଦପୁରରେ ପହଞ୍ଚିଲା ସହିଦ ଯବାନଙ୍କ ପାର୍ଥିବ ଶରୀର

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ଆନନ୍ଦପୁରର ବୀର ପୁଅ ସହିଦସୁଶାନ୍ତ ଖୁଣ୍ଟିଆଙ୍କ ମରଶରୀର ନିଜ ଜନ୍ମସ୍ଥାନ ଆନନ୍ଦପୁରରେ ପହଞ୍ଚିଛି। ଆନନ୍ଦପୁରରେ ବୀର ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସମସ୍ତ ଦୋକାନବଜାର ଓ ଅନୁଷ୍ଠାନ ବନ୍ଦ ରହିଛି ।

ହଜାର ହଜାର ସଂଖ୍ୟାରେ ଲୋକ ମାନେ ସହିଦଙ୍କ ପାର୍ଥିବ ଶରୀରକୁ ଶୋଭା ଯାତ୍ରାରେ ନିଜ ଜନ୍ମସ୍ଥାନକୁ ପାଛୋଟି ନେଇଛନ୍ତି। ଶୋଭାଯାତ୍ରା ପରେ ଆନନ୍ଦପୁର ବୈତରଣୀ ନଦୀ କୂଳରେ ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ