Masthead

ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଡାକ୍ତରଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏମିତି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ହାତିଗଡ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ।

ଗତକାଲି ସର୍ଦାରବନ୍ଧ ପଞ୍ଚାୟତର ସଂଖାଭଙ୍ଗା ଗ୍ରାମର ଗଙ୍ଗାଧର ମାହାନ୍ତଙ୍କୁ ଝାଡ଼ା ବାନ୍ତି ହେବାରୁ ପରିବାର ଲୋକେ ଏହି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ।

କିନ୍ତୁ ରାତିରେ ଦେହ ଅଧିକ ଅସୁସ୍ଥ ହେବାରୁ ଡାକ୍ତରଙ୍କୁ ଡାକିବାରୁ ଡାକ୍ତର ରୋଗୀ ଦେଖିବା ପାଇଁ ଆସିନଥିଲେ । ଯାହାପାଇଁ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ଅଭିଯୋଗ । ଯାହାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ