Masthead

ରାଜଧାନୀରେ ବୁଲିଲା ଖଣ୍ଡା, ଦିନଦ୍ୱିପହରରେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁବୁର୍ତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା । ଦିନ ଦ୍ୱିପହରରେ ମାଷ୍ଟର କ୍ୟାଣ୍ଟିନ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁବୁର୍ତ୍ତ । ଗୁରୁତର ଅବସ୍ଥାରେ ଆହାତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ତେବେ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆକ୍ରମଣ ପଛର କାରଣ କ’ଣ ତାହା ଏଯାଏଁ ଜଣାପଡି ନାହିଁ । ମାଷ୍ଟରକ୍ୟାଣ୍ଟିନ ଭଳି ଜନଗହଳି ପୂର୍ଣ୍ଣ ସ୍ଥାନରେ  ଦୁବୁର୍ତ୍ତ ଏଭଳି କାଣ୍ଡ ଘଟାଇବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ