Masthead

୨୦୨୪ ନିର୍ବାଚନରେ ଓଡ଼ିଶାରେ ଭଲ ପ୍ରଦର୍ଶନ କରିବ ବିଜେପି: ଅର୍ଜୁନ ମୁଣ୍ଡା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଅମିତ ଶାହଙ୍କ ଓଡ଼ିଶା ଗସ୍ତ ପରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ବଢୁଥିବା ବେଳେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ପ୍ରତିକ୍ରିୟା । କେନ୍ଦ୍ର ସରକାରଙ୍କ ସବୁବେଳେ ପ୍ରୟାସ ରହିଛି ସବୁ ରାଜ୍ୟରେ ବିକାଶ ହେଉ ଓ ସବୁ ରାଜ୍ୟ ସହ ମିଶି କାମ କରିବା । ଏହା ସରକାରଙ୍କ କାମ । ସଂଗଠନର କାମ ଅଲଗା । ସଂଗଠନ ନିଜ ଢଙ୍ଗରେ ନିର୍ବାଚନ ଲଢ଼େ, ରଣନୀତି କରେ । ସଂଗଠନ କେବେ ସରକାର ଜରିଆରେ କୌଣସି ରଣନୀତି କରେନି । ମୋତେ ଲାଗୁଛି, ଓଡ଼ିଶାରେ ମେଣ୍ଟ ହେଲା ଭଳି କୌଣସି କଥା ନାହିଁ । ଏବେ ନାହିଁ କି ଆଗକୁ ବି ହେବନି ବୋଲି ଲାଗୁଛି । ରାଜ୍ୟରେ ବିଜେପିର ସ୍ଥିତି ବହୁତ ଭଲ ଅଛି । ୨୦୨୪ ନିର୍ବାଚନରେ ଓଡ଼ିଶାରେ ଭଲ ପ୍ରଦର୍ଶନ କରିବ ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା