Masthead

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଚନ୍ଦ୍ରଯାନ-୩ର ତୃତୀୟ କକ୍ଷପଥ ହ୍ରାସ ପ୍ରକ୍ରିୟା କରାଯିବ । ଏହି ପ୍ରକ୍ରିୟା ଦ୍ୱାରା ଚନ୍ଦ୍ରର ସବୁଠୁ ଅଧକ ନିକଟତର ହେବ ଚନ୍ଦ୍ରଯାନ-୩ । । ବର୍ତମାନ ଚନ୍ଦ୍ରଯାନ-୩ ଚନ୍ଦ୍ରଠାରୁ ସବୁଠୁ କମ୍ ୧୭୪ କିମି ଓ ସବୁଠୁ ଅଧିକ ୧୪୩୭ କିମି ଦୂରରେ ଅଣ୍ଡାକାର ପଥରେ ଘୂରୁଛି । ଆସନ୍ତା ୧୭ ତାରିଖରେ ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା