ଫିରିଙ୍ଗିଆ ଥାନା ପୋଡି ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡା(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଫିରିିଙ୍ଗିଆ ଥାନା ପୋଡି ଘଟଣାର ମୁଖ୍ୟ ଅଭିଯୁକ୍ତ । ମୁଖ୍ୟ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଫିରିଙ୍ଗିଆର ପୂର୍ବତନ ସରପଞ୍ଚ ବିଶ୍ୱ ରଞ୍ଜନ କଅଁର ଓରଫ ବାପି । ବାପିଙ୍କୁ ନୟାଗଡ ସହରରୁ ପୋଲିସ ଗିରଫ କରିଛି ।

ସେ ଲୋକଙ୍କୁ ଉସକାଇ ଏଭଳି ହିଂସାକାଣ୍ଡ ଭିଆଇଥିବା ସୂଚନା ରହିଛି । ବାପିଙ୍କୁ ମିଶାଇ ଏଯାବତ୍ ଏହି ମାମଲାରେ ୨୪ ଜଣଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ